ବିଜେଡ଼ିରେ ଯୋଗ ଦେଲେ ବଣାଁଇ କିଶାନ ସମାଜ ସଭାପତି
ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ବଣାଁଇ କିଶାନ ସମାଜର ସଭାପତି ଓ ସମ୍ପାଦକଙ୍କ ସମେତ ୨ ହଜାରରୁ ଉର୍ଦ୍ଧ୍ୱ କର୍ମୀ ଆଜି ଶଙ୍ଖ ଭବନଠାରେ ବିଜେଡିରେ ଯୋଗ ଦେଇଛନ୍ତି। ମନ୍ତ୍ରୀ ତଥା ସୁନ୍ଦରଗଡ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରୀତିରଂଜନ ଘଡାଇ, ସୁନ୍ଦରଗଡ ଜିଲ୍ଲାର ସହପର୍ଯ୍ୟବେକ୍ଷକ ଦେବାଶିଷ…