ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ, ଦୁଇ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ। ଏପରି ଘଟଣା ଘଟିଛି ଜାଗମରା ନୂଆ ରାସ୍ତାରେ। ସୂଚନା ଅନୁସାରେ ବିଶ୍ୱବିଜୟ ସିଂହ ଏବଂ ତାଙ୍କର ବନ୍ଧୁମାନେ ମିଶି ଆଇଟିଆର ଫୁଡ଼ କୋର୍ଟରୁ ଘରକୁ ଫେରୁଥିବା ବେଳେ କିଛି ଯୁବକ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।…