OTET 2026: ଜୁନ୍ ୨୧ରେ OTET;ଏହି ତାରିଖରୁ ମିଳିବ ଆଡ୍ମିଟ୍ କାର୍ଡ
କଟକ:ଜୁନ୍ ୨୧ ତାରିଖରେ ହେବ ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା । ଦୁଇଟି ସିଟିଂରେ ପରୀକ୍ଷା ହେବ । ପ୍ରଥମ ସିଟିଂ ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୨ୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହେବ ।…