ଜାନୁଆରିରେ ସୁନ୍ଦରଗଡ଼ ଆସିବେ ଖଡ଼ଗେ,ରାହୁଲ ଓ ପ୍ରିୟଙ୍କା
ସୁନ୍ଦରଗଡ଼: ଆସନ୍ତା ଜାନୁଆରି ମାସରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ସୁନ୍ଦରଗଡ଼ ଆସିବେ । ଆଜି ସୁନ୍ଦରଗଡ଼ ଗସ୍ତରେ ଆସିଥିବା ପିସିସି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ନିକଟରେ ନୂଆଦିଲ୍ଲୀରେ ଓଡିଶା…