Latest Odisha News

BREAKING NEWS

ନେହରୁ ଟ୍ରଫି ବୋଟ୍ ରେସ୍ ପାଇଁ ବଡ଼ ଆୟୋଜନ, ଉତ୍ସବମୁଖର ପୁନ୍ନାମଡା ହ୍ରଦ

ଥିରୁଭାନନ୍ତପୁରମ: ଆସନ୍ତାକାଲି ଅନୁଷ୍ଠିତ ହେବ ବହୁ ପ୍ରତୀକ୍ଷିତ ଆଇକନିକ୍ ନେହେରୁ ଟ୍ରଫି ବୋଟ୍ ରେସ୍ (NBTR)। ଦର୍ଶକଙ୍କୁ ଆକର୍ଷିତ କରିବା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବୋଟ୍ ରେସ୍ ନେଇ କେରଳର ଅଲାପ୍ପୁଝା ନିକଟ ପୁନ୍ନାମଡା ହ୍ରଦରେ ବଡ଼ ଆୟୋଜନ କରାଯାଇଛି। ନେହେରୁ ଟ୍ରଫି ବୋଟ୍…

ବିଶ୍ଵର ଦ୍ଵିତୀୟ ଗଭୀରତମ ଗୁମ୍ଫା, ଯାହାର ଉପର ଭାଗରୁ ଦେଖିଲେ ଟାଙ୍କୁରି ଉଠେ ଲୋମ

ଅବଖାଜିଆ: ଦୁନିଆରେ ଏପରି ଅନେକ ଯାଗା ରହିଛି ଯାହା ଆଜିବି ରହସ୍ୟ ଘେରରେ ରହିଛି । ସେଥିମଧ୍ୟରୁ କିଛି କିଛି ସ୍ଥାନର ରହସ୍ୟ ଜଣାପଡିଥିବା ବେଳେ କିଛି ସ୍ଥାନର ରହସ୍ୟ ଆଜିବି ରହସ୍ୟ ହେଇରହିଛି । ଦୁନିଆରେ ଅନେକ ପ୍ରକାର ଆଶ୍ଚର୍ଯ୍ୟଜନକ ସ୍ଥାନ ରହିଛି । ଏପରି ଏକ ସ୍ଥାନ ରହିଛି ଜର୍ଜିଆର…

ରୋଗୀମୃତ୍ୟୁ ଅଭିଯୋଗ, ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ସଳନ୍ଦୀ ହସ୍ପିଟାଲରେ ଉତ୍ତେଜନା। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା…

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର:ରାଜ୍ୟରେ ଆରମ୍ଭ ହୋଇ ଯାଇଛି ସ୍ୱାଧୀନତା ଦିବସ ପ୍ରସ୍ତୁତି । କିଏ କେଉଁଠି କରିବ ପତାକା ଉତ୍ତୋଳନ ସେ ନେଇ ତାଲିକା ପ୍ରସ୍ତୁତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ଏହା ବ୍ୟତୀତ ରାଜ୍ୟର ୩୦…

ଏନ୍‌ଏମ୍‌ସି ପକ୍ଷରୁ ଜାରି ହେଲା ନୂତନ ନିୟମ, ଔଷଧ ବିଜ୍ଞାପନ କରିପାରିବେ ନାହିଁ ଡାକ୍ତର

ନୂଆଦିଲ୍ଲୀ: ଡାକ୍ତରଙ୍କ ପାଇଁ ଜାରି ହେଲା ନୂତନ ନିୟମ। ଏଣିକି ଡାକ୍ତରମାନେ କୌଣସି ଔଷଧ କିମ୍ବା କମ୍ପାନୀର ବିଜ୍ଞାପନ କରିପାରିବେ ନାହିଁ। ଯଦି ଏପରି ମାମଲା ସାମ୍ନାକୁ ଆସେ, ତେବେ ଉକ୍ତ ଡାକ୍ତରଙ୍କ ଲାଇସେନ୍ସ ରଦ୍ଦ କରାଯିବ। ଏନେଇ ଜାତୀୟ ଚିକିତ୍ସା ଆୟୋଗ ପକ୍ଷରୁ ବିଜ୍ଞପ୍ତି ଜାରି…

କେ.ଦୀପିକା-ଦିନେଶ ମାମଲା: ଆସିଲା ଡିଏନଏ ରିପୋର୍ଟ

ବ୍ରହ୍ମପୁର; ବହୁଚର୍ଚ୍ଚିତ କେ.ଦୀପିକା-ଦିନେଶ ମାମଲା । ସାମ୍ନାକୁ ଆସିଲା ଡିଏନଏ ରିପୋର୍ଟ । ମିଳିଥିବା ରିପୋର୍ଟରେ ଦର୍ଶାଯାଇଛି ଯେ ଜନ୍ମିତ ଶିଶୁପୁତ୍ର ସନ୍ତାନର ବାୟୋଲୋଜିକାଲ ପ୍ୟାରେଣ୍ଟସ ହେଉଛନ୍ତି ଦିନେଶ ଏବଂ ଦୀପିକା । ୨୦୨୨ ମସିହାରେ ଏହି ରିପୋର୍ଟ ରାଜ୍ୟ ଫୋରେସିକ୍ ଲାବ୍ ପକ୍ଷରୁ…

ଜଳୁଛି ଗ୍ରୀସ ଦ୍ବୀପାଞ୍ଚଳ: ହାୱାଇନ ଆଇଲ୍ୟାଣ୍ଡରେ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ନୂଆଦିଲ୍ଲୀ: ଜଳୁଛି ଗ୍ରୀସ ଦ୍ବୀପାଞ୍ଚଳ। ଜଙ୍ଗଲରେ ଅଗ୍ନିକାଣ୍ଡର ମାତ୍ରା ପ୍ରଖର ହୋଇଥିବାରୁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ନିଆଁ ବ୍ୟାପିବା କାରଣରୁ ବିପଜ୍ଜନକ ପରିସ୍ଥିତି ସୃଷ୍ଟି ହୋଇଛି । ଆଖପାଖ ସମସ୍ତ ଅଞ୍ଚଳ ମଧ୍ୟ ନିଆଁର କବଳିତ ହୋଇପଡିଛି । ଯାହାକୁ ନେଇ ଗ୍ରୀସ ଏବଂ ରୋଡ…

ପ୍ରଧାନମନ୍ତ୍ରୀଙ୍କୁ ୪୦ ବିଧାୟକଙ୍କ ଚିଠି: ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ନେବାକୁ ଦାବି

ଇମ୍ଫାଲ: ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ନେବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି। ମୋଦୀଙ୍କୁ ଚିଠି ଲେଖିଲେ ମଣିପୁରର ୪୦ ବିଧାୟକ। ଆସାମ ରାଇଫଲ୍ସକୁ ଫେରାଇ ଅନ୍ୟ କେନ୍ଦ୍ରୀୟ ବଳ ମୁତୟନ କରିବା ପାଇଁ ଏହି ଚିଠି ଜରିଆରେ ଦାବି କରାଯାଇଛି। କେବଳ ବିଧାୟକ ନୁହେଁ ବରଂ ପୋଲିସ ଡିପାର୍ଟମେଣ୍ଟ…

Gadar-2 vs OMG-2: ସୁପର ଫ୍ରାଇଡେରେ ସୁପର ଧମାକା, ରିଲିଜ ହୋଇଛି ଦୁଇ ଦୁଇଟି ଫିଲ୍ମ

ମୁମ୍ବାଇ: ପରଦାକୁ ଆସିଛି ବହୁ ପ୍ରତୀକ୍ଷିତ ଫିଲ୍ମ ଗଦର-୨ ଏବଂ ଓଏମଜି-୨ । ସୁପର ଫ୍ରାଇଡେରେ ସୁପର ଧମାକା କରିବେ ସନ୍ନି ଦେଓଲ୍ ଓ ଅକ୍ଷୟ କୁମାର । ୨୧ ବର୍ଷ ପରେ ଗଦରର ସିକ୍ୱେଲରେ ନଜର ଆସିଛନ୍ତି ସନ୍ନି ଦେଓଲ । ସେହିପରି ଅକ୍ଷୟ କୁମାରଙ୍କ ମହାଦେବ ଅବତାରକୁ OMG 2ରେ ଦେଖିବେ ଦର୍ଶକ ।…

ନେପାଳରୁ ଭାରତ ଆସିବ ଟମାଟୋ, ୭୦ ଟଙ୍କାକୁ ଖସିବ ଦର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଟମାଟୋ ମୂଲ୍ୟ ଆକାଶଛୁଆଁ ହେଉଛି। ଦର ନିୟନ୍ତ୍ରଣ ପାଇଁ ନେପାଳରୁ ଟମାଟୋ ଆମଦାନୀ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ପାର୍ଲାମେଣ୍ଟରେ କହିଛନ୍ତି। ସେ କହିଛନ୍ତି, ନାଫେଡ୍ ଚଳିତ ସପ୍ତାହ ଶେଷ ସୁଦ୍ଧା ଦିଲ୍ଲୀ ଏନସିଆରରେ କିଲୋ ପିଛା ୭୦…