କନ୍ଧମାଳ ଆଇଇଡି ବିସ୍ଫୋରଣ: ୨ ଏସଓଜି ଯବାନ ଗୁରୁତର, କମ୍ବିଂ ଅପରେସନ ଜାରି
କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମାଓବାଦୀଙ୍କ ଦ୍ୱାରା ଲଗାଯାଇଥିବା ଆଇଇଡି ବିସ୍ଫୋରଣରେ ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି)ର ଦୁଇ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ଏହି ଘଟଣା ଘଟିଛି। ଉଭୟ ଆହତ ଯବାନଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ…