‘ହିଟ୍ମ୍ୟାନ୍’ ରୋହିତ ଶର୍ମାଙ୍କୁ ‘ପଦ୍ମଶ୍ରୀ’ ସମ୍ମାନ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଜଗତ ପାଇଁ ଏକ ଗର୍ବ ଓ ଗୌରବର ମୁହୂର୍ତ୍ତ। ‘ହିଟ୍ମ୍ୟାନ୍’ ରୋହିତ ଶର୍ମାଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ପଦ୍ମଶ୍ରୀ’ ପ୍ରଦାନ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କ୍ରିକେଟ୍ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଏବଂ ତାଙ୍କ ନେତୃତ୍ୱରେ…