Latest Odisha News

BREAKING NEWS

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ…

ଦହିବରା ଆଳୁଦମ୍ ଦିବସ: ରାଜ୍ୟର ଏକ ଛୋଟ ଗଳିରୁ ଆରମ୍ଭ ହୋଇ ଆଜି ବିଶ୍ଵପ୍ରସିଦ୍ଧ ଏହି ଖାଦ୍ୟ

ଭୁବନେଶ୍ଵର: ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ସକାଳ ହେଉ କି ମଧ୍ୟାହ୍ନ ଦହିବରା ସାଙ୍ଗରେ ଆଳୁଦମ ଏକ ସ୍ୱତନ୍ତ୍ର ମହତ୍ତ୍ୱ ରଖେ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ…

ବିବାହିତ ଝିଅ ପାଇବେ ଅନୁକମ୍ପାମୂଳକ ନିଯୁକ୍ତି: ହାଇକୋର୍ଟ

କଟକ: ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏହି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ବିବାହିତ ହୋଇଥିବା କାରଣରୁ ଝିଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଂଚିତ…

ସ୍କୁଲ ଭିତରେ ମଦ ପିଇଲେ ଶିକ୍ଷକ; କହିଲେ, ମୁଁ ପ୍ରତିଦିନ ପିଏ, ଉଠାଅ ଫଟୋ

ନୂଆଦିଲ୍ଲୀ:  ଜଣେ ଶିକ୍ଷକ ସ୍କୁଲରେ ବସି ମଦ୍ୟପାନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଛତିଶଗଡ଼ ବିଳାସପୁର ସ୍ଥିତ ଏକ ପ୍ରାଥମିକ ବିଦ୍ୟାଳୟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ଅଭିଯୁକ୍ତ ଶିକ୍ଷକଙ୍କ ନାଁ ସନ୍ତୋଷ କୁମାର କେନୱାଡା। ସୂଚନା ଅନୁସାରେ,ଗତ…

୫୦ ପ୍ରତିଶତ ବୃଦ୍ଧି ପାଇଲା ରାଜ୍ୟର ଲ’ ଅଫିସରଙ୍କ ଦୈନିକ ଓ ରିଟେନର୍ ଫି’

ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ…

ହିମାଚଳ: କଂଗ୍ରେସ ସରକାର ଉପରୁ ଟଳିନି ସଙ୍କଟ!

ଶିମଲା: ହିମାଚଳ ପ୍ରଦେଶ ରାଜନୀତିକୁ ନେଇ ଜାରି ହଟଚମଟ । ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ ସରକାରଙ୍କ ଉପରେ ସଂକଟ ଜାରି ରହିଛି । ଏବେବି ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ବିପଦରେ ଥିବା ରହିଛି । କେଉଁ ସମୟରେ ଏଠାରେ କିଛି ବି ଘଟିପାରେ । କଂଗ୍ରେସର ଅନେକ ବିଧାୟକ ବିରୋଧୀଙ୍କ ସହ…

ଗାଁକୁ ନାହିଁ ରାସ୍ତା; ଯାଇପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ରୋଗୀ

ସମ୍ୱଲପୁର: ରାଜ୍ୟରେ ଅନେକ ସମୟରେ ଆମ୍ବୁଲାନ୍ସ ନିମିଳିବାରୁ ରୋଗୀ ହୁଅନ୍ତୁ ବା ଗର୍ଭବତୀ ଖଟିଆରେ ବୁହାହୋଇ ମେଡିକାଲ ଯାଉଥିବାର ଖବର ପ୍ରାୟ ସାମ୍ନାକୁ ଆସୁଛି । ଆଜି ପୁଣି ଏହିପରି ଏକ ଘଟଣା ସାମ୍ନାକୁ ଆସିଛି । ହେଲେ ଏଠି ଆମ୍ବୁଲାନ୍ସ ଆସିଛି ସତ ହେଲେ ଗାଁ ଭିତରକୁ ପ୍ରବେଶ କରିପାରିନି,…

ସିଏଙ୍କ ଘରେ ଇଡି ରେଡ, ଏକାସାଙ୍ଗରେ ୫ଟି ସ୍ଥାନରେ ଚାଲିଛି ଚଢାଉ

ରାଉରକେଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମୱାଲାଙ୍କ ଘରେ ଇଡି ରେଡ୍ । ଅଜୟ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସହ ରାଉରକେଲା ସହରର ଜଣେ ବଡ ବ୍ୟବସାୟୀ । ରାଉରକେଲା କଚେରୀ ରୋଡ୍ ବିଶ୍ରା ଡାହାର ଛକରେ ଚଢାଉ କରିଛି ଇଡି । ତେବେ ବ୍ୟବସାୟୀଙ୍କ ଅଫିସ୍, ଘର, ଗୋଦାମ ସହ ମୋଟ ୫ଟି ସ୍ଥାନରେ…

ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା, ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ବର: ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା । ଏଥିପାଇଁ କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ…

ଫିଲ୍ମ‘ବାଗବାନ୍’ ପାଇଁ ପ୍ରଥମ ପସନ୍ଦ ନଥିଲେ ବିଗ୍ ବି

ନୂଆଦିଲ୍ଲୀ: ବିଗ୍ ବି ଅମିତାଭ ବଚ୍ଚନ ଏବଂ ଡ୍ରିମ୍ ଗର୍ଲ ହେମା ମାଲିନିଙ୍କ ଫିଲ୍ମ ‘ବାଗବାନ୍’ ବକ୍ସ ଅଫିସରେ ସୁପରହିଟ୍ ହୋଇଥିଲା । ଏହି ଫିଲ୍ମ ଏକ ପାରିବାରିକ କାହାଣୀ ଉପରେ ଆଧାରିତ। ପିଲାମାନେ ବଡ଼ ହେଲା ପରେ ବାପାମାଆଙ୍କ ଠାରୁ କିପରି ଦୂରେଇ ଯାଆନ୍ତି, ଏହି କାହାଣୀ ଉପରେ ଫିଲ୍ମଟି…