ପାରାଦ୍ଵୀପ ଠାରେ ୭ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ୱିତ ଇସ୍ପାତ କାରଖାନା ପାଇଁ ଜନ ଶୁଣାଣି
ପାରାଦ୍ଵୀପ: ଜଗତସିଂହପୁର ଜିଲ୍ଲାର ପାରାଦ୍ଵୀପସ୍ଥିତ ନୂଆଗଡ ଗ୍ରାମରେ ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ର ପ୍ରସ୍ତାବିତ ବାର୍ଷିକ ୭ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ୱିତ ଇସ୍ପାତ କାରଖାନା ପାଇଁ ଜନ ଶୁଣାଣି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର …