ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ପୁରୀରେ ଲାଗିବ ୪୭୩ ସିସିଟିଭି, ଗଡ଼ିବ ୩୭୦ ସ୍ୱତନ୍ତ୍ର ଟ୍ରେନ୍
ପୁରୀ: ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଛି । ବୈଠକରେ ରଥ ନିର୍ମାଣ, ସ୍ଵାସ୍ଥ୍ୟ ଓ ପରିମଳ,ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ ସୁରକ୍ଷା, ପରିବହନ ବ୍ୟବସ୍ଥା, ରାସ୍ତାଘାଟ…