ଶ୍ରାବଣ ସୋମବାରରେ ଅଘଟଣ ; ସାଳନ୍ଦୀର ପ୍ରଖର ସ୍ରୋତରେ ଭାସିଗଲେ ୨ କାଉଡିଆ
ଖଇରା: ଭାସିଗଲେ କାଉଡିଆ । ଶ୍ରାବଣ ସୋମବାରରେ ଆସିଛି ଏପରି ଦୁଃଖଦ ଖବର । ଶ୍ରାବଣ ସୋମବାରରେ ମହାଦେବଙ୍କ ମୁଣ୍ଡରେ ପାଣି ଢାଳିବା ପାଇଁ ଯାଇ ନଦୀର ପ୍ରଖର ସ୍ରୋତରେ ଭାସିଗଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବରଦା ଅଞ୍ଚଳରେ ।
ବରଦା ବ୍ଲକର ସିନ୍ଧୁକେଶ୍ୱର ମହାଦେବ…