ରାଜଧାନୀରେ ପୁଣି ବଡ଼ ଧରଣର ଲୁଟ୍, ସରକାରୀ ବାବୁଙ୍କ ଘରେ କଳାକନା ବୁଲାଇଲେ ଲୁଟେରା
ଭୁବନେଶ୍ୱର: ବର୍ତ୍ତମାନ ଲୁଟେରାଙ୍କ କବଜା ରେ ରାଜଧାନୀ । ପ୍ରତିଦିନ ସହରର ଅନେକ ସ୍ଥାନରେ ଲୁଟର ଶିକାର ହେଉଛନ୍ତି ରାଜଧାନୀବାସୀ । ମୋଟାମୋଟି ଭାବେ କହିବାକୁ ଗଲେ ଏବେ ଅସୁରକ୍ଷିତ ହୋଇପଡିଛନ୍ତି ଭୁବନେଶ୍ବରବାସୀ । ଏନେଇ ଅନେକ ସମୟରେ ଅଭିଯୋଗ କରାଯାଉଥିଲେ ସୁଦ୍ଧା ସେମାନଙ୍କୁ ଧରିବାରେ…