ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଏମଭିଆଇଙ୍କ ଘରେ ଭିଜିଲାନ୍ସ ରେଡ୍
ନୟାଗଡ: ଭିଜିଲାନ୍ସ ଜାଲରେ ନୟାଗଡ଼ ମଟର ଯାନ ନିରକ୍ଷକ (ଏମଭିଆଇ) । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଛି । ଆଜି ସକାଳୁ ପଞ୍ଚାନନଙ୍କ ଭୁବନେଶ୍ବରରେ ଥିବା ଭଡ଼ାଘର, ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି…