୩୧ ରେ ଇଣ୍ଡିଆ ମେଣ୍ଟର ବୈଠକ, ମୁମ୍ବାଇରେ ଏକାଠି ହେବେ ଦଳ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୨୬ଟି ବିରୋଧୀ ମେଣ୍ଟ ଇଣ୍ଡିଆ ଜୋରଦାର ପ୍ରସ୍ତୁତ ଚଳାଇଛି। ଆଗକୁ ରଣନୀତି ପ୍ରସ୍ତୁତ କରିବାକୁ ମହାରାଷ୍ଟ୍ରର ମୁମ୍ବାଇରେ 'ଇଣ୍ଡିଆ'ର ତୃତୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବୈଠକଟି ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ ରେ ଅନୁଷ୍ଠିତ ହେବ।…