Latest Odisha News

BREAKING NEWS

ମାଛ ଜାଲରେ ଛନ୍ଦି ହୋଇ ମଝି ଚିଲିକାରେ ଫଶି ରହିଲା କେନ୍ଦ୍ରମନ୍ତ୍ରୀଙ୍କ ବୋଟ୍

ବାଲୁଗାଁ: ପ୍ରରିକ୍ରମା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସି ଚିଲିକା ମଝିରେ ଫସିଲେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ମତ୍ସ୍ୟସଂପଦ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲାଙ୍କ ଡଙ୍ଗା ଗତକାଲି ମଝି ଚିଲିକାରେ କିଛି ସମୟ ପାଇଁ ଫସି ରହିଥିଲା । କେନ୍ଦ୍ରମନ୍ତ୍ରୀଙ୍କ ସହ ତାଙ୍କ ଧର୍ମପତ୍ନୀ, ବିଜେପି…

ଆଜିଠୁ ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ

ସମ୍ବଲପୁର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ହୀରାକୁଦ ୱାଇଲ୍ଡ ଲାଇଭ ଡିଜିଜନ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା ଓ ଛତିଶଗଡ଼ ସଂଲଗ୍ନ ଜଳଭଣ୍ଡାରରେ ଗଣନା କରାଯାଉଛି ।…

ହାର୍ଟକୁ ସୁସ୍ଥ ରଖେ ନାଲି ଲଙ୍କା, ଜାଣନ୍ତୁ କିପରି …

ଭୁବନେଶ୍ଵର: ଅଧିକାଂଶ ଘରେ ଖାଦ୍ୟ ଏବଂ ମସଲାରେ ନାଲି ଲଙ୍କା ବ୍ୟବହାର କରାଯାଏ । ଏହା ଖାଦ୍ୟର ସ୍ଵାଦ ବଢାଇଥାଏ । ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେମ ଆପଣଙ୍କ ହାର୍ଟକୁ ସୁସ୍ଥ ରଖିବାରେ ମଧ୍ୟ ନାଲି ଲଙ୍କା ବେଶ୍ ଉପଯୋଗୀ । ନାଲି ଲାଙ୍କାରେ ରହିଛି ଚମତ୍କାରୀ ଗୁଣ । ଏହା ହୃଦୟକୁ ସୁସ୍ଥ…

ଅଜଣାଗାଡି ଧକ୍କାରେ ୩ ମୃତ, ତଦନ୍ତ ଜାରି

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୌରପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ କୁ ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ଅନୁଯାୟୀ, ଆଜି…

ଶିମିଳିପାଳ ଅଭୟାରଣ୍ୟରେ ୪ ଟି ବିରଳ କଳାବାଘ ଠାବ, ଦେଖନ୍ତୁ ଭିଡିଓ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଏକା ସମୟରେ ଠାବ ହେଲେ ୪ ଟି ବିରଳ କଳାବାଘ । ଏହି ବାଘ ଗୁଡିକ ଜଙ୍ଗଲରେ ଏକାଠି ବୁଲୁଥିବା ବେଳେ ବନ ବିଭାଗ କ୍ୟାମେରାରେ କଏଦ ହୋଇଛି । ଏହାର ଏକ ଭିଡିଏ ସୋସିଆଲ ମିଡିଆ 'ଏକ୍ସ'ରେ ପୋଷ୍ଟ କରି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ ।…

ସନେଟ : ନଦୀ

ପ୍ରତିଭା ସାହୁ  କଳ କଳ ସ୍ରୋତେ ବହି ଚାଲିଥାଏ ସାଗରେ ମିଶିବା ପାଇଁ ଅଙ୍କାବଙ୍କା ପଥ ଅତିକ୍ରମ କରି ଗୁଣୁ ଗୁଣୁ ଗୀତ ଗାଇ ବିଧାତା ଲେଖିଛି ସୁଖ ଦୁଃଖ ସବୁ କର୍ମ ନିଜ ନିଜ ହାତେ କାହିଁ କେତେକାଳୁ ସ୍ଥିତପ୍ରଜ୍ଞା ହୋଇ ଚାଲିଛିରେ ଗତିପଥେ ।। ନଦୀ ବୋଲି ସିନା ଅକୁଣ୍ଠ ଚିତ୍ତରେ…

ଶ୍ରୀମନ୍ଦିର ଭିତରେ ବିଦେଶିନୀ, ସୁରକ୍ଷା ବ୍ୟବସ୍ଥାରେ ପ୍ରଶ୍ନବାଚୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ପଶିଗଲେ ଜଣେ ଅଣହିନ୍ଦୁ । ସମ୍ପୃକ୍ତ ଅଣହିନ୍ଦୁ ଜଣକ ହେଉଛନ୍ତି ଜଣେ ବିଦେଶିନୀ । ଯାହର ଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ବିଦେଶୀ ମହିଳା ଜଣକ ଶ୍ରୀମନ୍ଦିର ଭିତରୁ ବାହାରୁଥିବାର ଦେଖିବାକୁ ମିଳିଛି । ଭିଡିଓ ରେ ମହିଳା ଜଣଙ୍କ…

ଭାଷା ଭାଗବତ : ଶିକ୍ଷକ ନିଜ ଘରଲୋକ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ଭିତ୍ତି ତ ଗଲାଣି ଦୋହଲି ତେବେ ବି ସରୁନାହିଁ କଳି ପିଲାଏ ହେଲେ ଅପଚରା ଭାଷାଟେ ହୁଏ ଦରମରା ତାଂକର ମାଆବାପାମାନେ ଅସଲ ଜ୍ଞାନୀ ଜଣେ ଜଣେ ଜ୍ଞାନ ବଳରେ ଧନାର୍ଜନ କରି ବିତାଂତି ରାତିଦିନ ଶ୍ରମିକ ବାପାର ସଂତାନ ସହୁଛି ଯେତେ…

କୃଷ୍ଣା ମହାନ୍ତି ପାଇବେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର

ଭୁବନେଶ୍ବର: ଓଡିଶାର ବିଶିଷ୍ଟ ଗାନ୍ଧୀବାଦୀ ସର୍ବୋଦୟ ନେତ୍ରୀ ତଥା ଉତ୍କଳ ଗାନ୍ଧୀ ସ୍ମାରକ ନିଧିର ସଭାନେତ୍ରୀ ଶ୍ରୀମତୀ କୃଷ୍ଣା ମହାନ୍ତି ୨୦୨୩ ବର୍ଷ ପାଇଁ ସମ୍ମାନଜନକ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନିତ ହେବେ । ଗାନ୍ଧୀ ତଥା ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଚାରିରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ସର୍ବ ଭୌମତାକୁ ଆଜି ସାରା ବିଶ୍ୱ ସ୍ୱୀକାର କରୁଛି । ତାଙ୍କ ସମତା ଆଦର୍ଶର ଚର୍ଚ୍ଚା ସବୁଠାରୁ ଆଗରେ ଅଛି । ସାଧାରଣ ମଣିଷଟିଏ କାଳେ ଭ୍ରମରେ ପଡିବ ଅବା ବିଭିନ୍ନ ମତବାଦରେ…