ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’
ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ ବର୍ଷ ଜାନୁୟାରୀ ୨୯ ରୁ…