ଦୁଇଟି ପୃଥକ ସ୍ଥାନରେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବ୍ରହ୍ମପୁର/ଭଦ୍ରକ: ରାଜ୍ୟର ଏବେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହାରି ଭିତରେ ଦୁଇଟି ଜିଲ୍ଲା ଭଦ୍ରକ ଓ ଗଞ୍ଜାମରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣେ ଯୁକ୍ତ ଦୁଇ ଛାତ୍ର ଓ ଅନ୍ୟ ଜଣେ ମ୍ୟାଟ୍ରିକ ଛାତ୍ର ରସି ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ଦେଖିବାକୁ ମିଳିଛି ।…