ଏକ ବଡ଼ ସାଇବର ଠକେଇର ପର୍ଦ୍ଦାଫାସ୍; ୫ ଗିରଫ
ଅନୁଗୁଳ: ସାଇବର ଠକେଇର ପର୍ଦ୍ଦାଫାସ୍ । ଅନୁଗୁଳ ପୋଲିସ ଏକ ବଡ଼ ଆନ୍ତଃରାଜ୍ୟ ସାଇବର ଠକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ବିଜନେସ ଏବଂ ପ୍ରଫିଟ୍ ସେଭିଂରେ ଟଙ୍କା ଲଗାଇବାରେ ପ୍ରଲୋଭିତ କରି ଚୂନ ଲଗାଉଥିଲେ ଏହି ଠକ। ଅଭିଯୋଗ ଅନୁସାରେ ଅନୁଗୁଳରୁ ଜଣେ ବ୍ୟବସାୟୀଙ୍କ ଠାରୁ ୫୨ ଲକ୍ଷ…