ଓଡ଼ିଶାର ରେଳଧାରଣାରେ ଦୌଡ଼ୁଥିବା ରେଳଗାଡ଼ିକୁ ମିଳିବ ସୁରକ୍ଷା ‘କବଚ’
ଭୁବନେଶ୍ୱର: ପୂର୍ବତଟ ରେଳପଥ ପରିସୀମାରେ ୬୩୧କିମି ରୁଟ୍ରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କବଚ ସୁରକ୍ଷା କାର୍ଯ୍ୟକାରୀ କରିବା ଲାଗି ରେଳ ମନ୍ତ୍ରଣାଳୟ ୨୭୦ କୋଟି ଟଙ୍କା ମଞ୍ଜୁର କରିଛି । କବଚ ବ୍ୟବସ୍ଥା ଲାଗୁ ହେଲେ, ଗୋଟିଏ ଧାରଣାରେ ଦୁଇଟି ଟ୍ରେନ୍ ଧକ୍କା ହେବାର ଆଶଙ୍କାକୁ ଏଡ଼ାଇ…