ବୁଡ଼ିଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର, ୧୪୪ ଧାରା ଜାରି କଲା ପ୍ରଶାସନ
ବଡମ୍ବା: ମହାନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ଏନେଇ ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ବନ୍ୟାରେ ଜନଗହଳିକୁ…