‘ନୁହ’ର ଲୋମ ଟାଙ୍କୁରା କାହାଣୀ; କାରଗିଲ ଯୋଦ୍ଧା ବାପା ସାମ୍ନାରେ ଚାଲିଗଲା ପୁଅର ଜୀବନ
ନୂଆଦିଲ୍ଲୀ: ହରିଆଣା ନୁହରେ ଦେଖାଦେଇଥିବା ସାଂପ୍ରଦାୟିକ ହିଂସାର ଲୋମ ଟାଙ୍କୁରା କାହାଣୀ । ଜଣେ ବାପାର ଆଖି ସାମ୍ନରେ ଚାଲିଯାଉଛି ଜୀବନ । କାରଗିଲ ଯୁଦ୍ଧରେ ଶତ୍ରୁକୁ ମାଟି ଚଟେଇ ବିଜୟ ଟିକା ପିନ୍ଧି ଆସିଥିଲେ । ହେଲେ ନିଜ ମାଟିରେ ଦଙ୍ଗାକାରୀଙ୍କ ସହ ଲଢି ତାଙ୍କ ପୁଅ ଶହୀଦ ହୋଇଗଲେ…