ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଆରମ୍ଭ
ଭୁବନେଶ୍ଵର; ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ସର୍ବ-ଭାରତୀୟ ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ତିନିଦିନ ଧରି ଚାଲିବ। ପ୍ରତିଯୋଗିତାରେ ୨୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ତଥା ଚାରୋଟି ପ୍ରାୟୋଗିକ ବହୁଦେଶୀୟ ବିଦ୍ୟାଳୟର…