ପୁଅର ନାମ ‘ଅକାୟ’ ରଖିଲେ ବିରାଟ ଓ ଅନୁଷ୍କା, ଜାଣନ୍ତୁ ଏହି ନାଁର ଅର୍ଥ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ପିତାମାତା ହୋଇଛନ୍ତି । ଅନୁଷ୍କା ଶର୍ମା ଗତକାଲି ତାଙ୍କର ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଥିବା ନେଇ ଏକ ଭାବପ୍ରବଣ ପୋଷ୍ଟ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ସେ ତାଙ୍କ ଶିଶୁପୁତ୍ରର ନାମ ‘ଅକାୟ’…