ଓଡ଼ିଆ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’ର ମହୁରତ୍
ଭୁବନେଶ୍ୱର : ଅନନମିସ୍ ପ୍ରଡକ୍ସନ ନିବେଦିତ ଚତୁର୍ଥ ଚଳଚ୍ଚିତ୍ର 'ଚନ୍ଦ୍ରବଂଶୀ'ର ମହୁରତ ବରମୁଣ୍ଡା ନିକଟସ୍ଥ କାଳୀ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି ଚଳଚ୍ଚିତ୍ରରେ ଯେଉଁଥିରେ ସିଦ୍ଧାନ୍ତ ମହାପାତ୍ର, ଶ୍ରୀତମ ଦାସ, ଆକାଶ ଦାସ ନାୟକ, ରାଜ ରାଜେଶ୍, ପୁନମ୍, ଜସ୍ମିନ୍, ଲିପସା, ଶକ୍ତି…