ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର; ମାଡ଼ି ବସିଲା ଭିଜିଲାନ୍ସ
ନୟାଗଡ: ଲାଞ୍ଚ ନେବା ପଡିଲା ମହଙ୍ଗା । ଭିଜିଲାନ୍ସ ଜାଲରେ ପଡ଼ିଲେ ସରକାରୀ ବାବୁ । ନୟାଗଡ ଜିଲ୍ଲା ଗଣିଆ ତହସିଲର ଅତିରିକ୍ତ ତହସିଲଦାର ବନମାଳି ପରିଡା ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ସେ ଧରା ପଡିଛନ୍ତି ।
ଏକ ବାଲି ବୋଝେଇ ହାଇୱା ଟ୍ରକକୁ ଛାଡି…