ପୁରୀରେ ଦୁଇ ବର୍ଷର ଶିଶୁର ଆଖିକୁ କାମୁଡ଼ିଲା ବୁଲା କୁକୁର
ପୁରୀ : ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଅଘଟଣ । ଆଜି ଅପରାହ୍ନରେ ବୁଲା କୁକୁର କାମୁଡାରେ ଜଣେ ଦେଢ ବର୍ଷର ଶିଶୁପୁତ୍ର ରକ୍ତାକ୍ତ ହୋଇଛି। ସୂଚନା ମୂତାବକ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ପରିବାର ଆଜି ମହାପ୍ରଭୂଙ୍କୁ ଦର୍ଶନ କରିବା ଲାଗି ପୁରୀ ଆସିଥିଲେ । ପରିବାର ଲୋକ ନାବାଳକ…