‘BSKY ନବୀନ କାର୍ଡ’ ଶୁଭାରମ୍ଭ : ଉପକୃତ ହେବେ ୯୦ ପ୍ରତିଶତ ଲୋକ
ଭୁବନେଶ୍ବର : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା –ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ପ୍ରାୟ ୯୦ ପ୍ରତିଶତ ଲୋକ ଉପକୃତ ହେବେ । ପଇସା ଅଭାବରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ରୁ…