ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟ, କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ
ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ସ୍ନାତକ ପାଠ୍ୟକ୍ରମ ନାମଲେଖାର (ଫେଜ୍-୧ ଆଡ଼ମିଶନ) ପ୍ରଥମ ମେଧା ତାଲିକା ଆଜି ପ୍ରକାଶିତ ହୋଇଛି । ପ୍ରଥମ ମେଧା ତାଲିକାରେ ରାଜ୍ୟର ୧ ଲକ୍ଷ ୭୮ ହଜାର ୭୮୨ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ।
ରାଜ୍ୟର ବିଭିନ୍ନ ଉଚ୍ଚ…