ରାଜ୍ୟରେ ବଢୁଛି କରୋନା : ଆଜି ଆଉ ୫ ପଜିଟିଭ୍ ଚିହ୍ନଟ , ମୋଟ୍ ସଂଖ୍ୟା ୧୩କୁ ବୃଦ୍ଧି
ଭୁବନେଶ୍ବର : ବଢୁଛି କରୋନା ସଂକ୍ରମଣ । ଆଜି ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୩କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଟେଷ୍ଟିଂ ବଢାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ…