ନିଜ ବନ୍ଧୁକରୁ ଗୁଳି ଫଟାଇ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ଅଫିସର
କୋରାପୁଟ: ପୋଲିସ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ବନ୍ଧୁକରୁ ଗୁଳିକଲେ ଇନ୍ସପେକ୍ଟର । ତାଙ୍କର ବେକ ଓ ମୁଣ୍ଡରେ ଗୁଳି ବାଜିଥିବା ଜଣାଯାଇଛ । ଏମିତି ଖବର ଆସିଛି କୋରାପୁଟ ଜିଲ୍ଲାରୁ ।
ଆଜି ସକାଳ ୧୧ଟା ୪୦ ମିନିଟରେ କୋରାପୁଟ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ…