ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ରଘୁ ବିଶ୍ବାଳ ଆହତ
ଭୁବନେଶ୍ୱର: ଗୁରୁବାର ସକାଳେ ମଞ୍ଚେଶ୍ୱର ପୁଲିସ ଓ ସ୍ପେଶାଲ ସ୍କ୍ବାଡ୍ ଟିମର ମିଳିତ ଉଦ୍ୟମରେ ଏନକାଉଣ୍ଟର ପରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଗିରଫ କରାଯାଇଛି। ଭୁବନେଶ୍ୱର ବାଲିଯାତ୍ରା ପଡ଼ିଆ ନିକଟରେ ଏହି ଏନକାଉଣ୍ଟର ହୋଇଥିଲା।
ହିଂସାତ୍ମକ ଓ ବେପରୁଆ ଆଚରଣ ପାଇଁ ଜଣାଶୁଣା ରଘୁ…