୧୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ବରିଷ୍ଠ କିରାଣି ସୁବ୍ରତ କାନୁନଗୋ
ଯାଜପୁର: ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ମଙ୍ଗଳ ବିଭାଗର ବରିଷ୍ଠ କିରାଣି ସୁବ୍ରତ କୁମାର କାନୁନଗୋ। ୧୦ ହଜାର ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ହରିଜନ ଓ ଆଦିବାସୀ ଅନୁକମ୍ପା ରାଶି ବିଲ୍ ପାସ କରାଇଦେବା ନେଉଥିଲେ ଲାଞ୍ଚ। ଏତିକିବେଳେ ଚଢାଉ…