ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା; କଂଗ୍ରେସର ୩ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି
ଭୁବନେଶ୍ୱର: ରାଜ୍ୟସଭା କ୍ରସ୍ ଭୋଟିଂ ଘଟଣା । ବିଜେଡି ସହ କଂଗ୍ରେସ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ମଧ୍ୟ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ । ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୩ ବିଧାୟକଙ୍କ ସଦସ୍ୟତା ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିଥିଲା ।…