ପୁରୁଷ
ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ
କଥାବାର୍ତ୍ତାବେଳେ ଆମେ ଦେଖୁ, ଜଣେ କହୁଛି, ଜଣକୁ କହୁଛି ଏବଂ ଜଣକ ବିଷୟରେ କହୁଛି, ଯିଏ କହେ ସେ ନିଜକୁ ମୁଁ, ଆମେ, ଆମେମାନେ ଶବ୍ଦ ମାଧ୍ୟମରେ ପ୍ରକାଶ କରେ । ଏସବୁ ଶବ୍ଦକୁ ବ୍ୟାକରଣରେ ପ୍ରଥମ ପୁରୁଷ କୁହାଯାଏ । ସେମିତି ଯାହାକୁ କୁହାଯାଏ ତା’…