Latest Odisha News

BREAKING NEWS

ୟୁ ଟ୍ୟୁବରେ ୨ କୋଟି ସବସ୍କ୍ରାଇବର ଥିବା ବିଶ୍ୱର ପ୍ରଥମ ନେତା ହେଲେ ମୋଦି, ଚଳିତ ମାସରେ ମିଳିଲା ୨୨ କୋଟି ଭିଉଜ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢି ବଢି ଚାଲିଛି । ସାରା ବିଶ୍ୱର ପ୍ରଥମ ନେତା ହେଉଛନ୍ତି ମୋଦି ଯାହାଙ୍କ ୟୁ ଟ୍ୟୁବ ଚାନେଲ((PM Modi YouTube Channel))ର ସବସ୍କ୍ରଇବର ୨ କୋଟିରେ ପହଞ୍ଚିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ୟୁଟ୍ୟୁବ…

କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ: ଭାରତ ୨୦୮/୮

ସେଂଚୁରିଆନ: କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଏଠାରେ ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୮ ୱିକେଟ ବିନିମୟରେ ୨୦୮ ରନ ସଂଗ୍ରହ କରିଛି । ବର୍ଷା ଯୋଗୁ ୫୯ ଓଭର ଖେଳାଯିବା ସମ୍ଭବପର ହୋଇଥିଲା । ବାକି ୪ ଦିନ ୯୮ ଓଭର ଖେଳାଯିବ । ଟସ ଜିତି…

ନାବାଳିକାକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଶିକ୍ଷକଙ୍କୁ ଆଜୀବନ କାରାଦଣ୍ଡାଦେଶ

ଯାଜପୁର: ୧୧ ବର୍ଷ ର ନାବାଳିକା କୁ ଦୁଷ୍କର୍ମ ଘଟଣା ରେ ଅଭିଯୁକ୍ତ ଙ୍କୁ ୨୦ ବର୍ଷ ର କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ର ପୋକ୍ସୋ ସ୍ବତନ୍ତ୍ର କୋର୍ଟ । ୨୦୨୦ ମସିହା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଞ୍ଚଳର ମୋହନ ଭୂୟାଁ ଏକ ବିଦ୍ୟାଳୟ ପରିସରରେ ଘରୋଇ ଟିଉସନ କରୁଥିଲେ । ଟିଉସନ ସାରିବା…

ଧାନ କିଣାରେ ବର୍ଷକୁ ୧ ହଜାର କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଛି ବିଜେଡି: ବିଜେପି

ଭୁବନେଶ୍ୱର: ଧାନକିଣାରେ ଏକ ବଡ ସିଣ୍ଡକେଟ୍ କାମ କରୁଛି । ରାଜ୍ୟ ସରକାରଙ୍କ କୃଷି, ଯୋଗାଣ ଏବଂ ସମବାୟ ବିଭାଗର ମିଳିତ ମଧୁଚନ୍ଦ୍ରିକାରେ ସାମିଲ ଅଛନ୍ତି ମିଲର୍ସ । ଧାନ କିଣାରେ ବିଜେଡି ବର୍ଷକୁ ୧୦୦୦ କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଥିବା ଅଭିଯୋଗ ଆଣିଛନ୍ତି ବିଜେପି ରାଜ୍ୟ…

ଖେଳ ରତ୍ନ, ଅର୍ଜୁନ ପୁରସ୍କାର ଫେରାଇବେ ଭିନେଶ

ନୂଆଦିଲ୍ଲୀ: ଭାରତର ଷ୍ଟାର ରେସଲର ଭିନେଶ ଫୋଗଟ ଖେଳ ରତ୍ନ ଓ ଅର୍ଜୁନ ପୁରସ୍କାର ସମ୍ମାନ ଫେରାଇବେ । ସେ ସୋସିଆଲ ମିଡିଆରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ମୁଁ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ଓ ଅର୍ଜୁନ ପୁରସ୍କାର ଫେରାଉଛି । ଏହି ଅବସ୍ଥାରେ ମୋତେ ପଂହଚାଇଥିବାରୁ କ୍ଷମତାଶାଳୀଙ୍କୁ…

ଭାରତୀୟ ନୌସେନା ଯୁଦ୍ଧ ବିମାନର ଫାଟିଲା ଟାୟାର

ନୂଆଦିଲ୍ଲୀ: ଭାରତୀୟ ନୌସେନାର ଏକ ଯୁଦ୍ଧ ବିମାନର ଟାୟାର ଫାଟିଯାଇଛି । ଗୋଆର ଡାବ୍ରୋଲିମ ବିମାନ ବନ୍ଦରରେ ଏହା ଉଡାନ ଭରିବା ପୂର୍ବରୁ ଟ୍ୟାକ୍ସିୱେରେ ମିଗ-୨୯ର ଚକ ଫାଟି ଯାଇଥିଲା । ଏଥିରେ କେହି ଆହତ ହୋଇ ନାହାନ୍ତି । ଏୟାରପୋର୍ଟ ଅଧିକାରୀ ସଙ୍ଗେ ସଙ୍ଗେ ଫସି ରହିଥିବା ବିମାନ ଯୋଗୁ ରନୱେକୁ…

ପୁଅର ଜନ୍ମ ଦିନରେ ଭାବପ୍ରବଣ ହେଲେ ଶିଖର ଧାୱନ

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ଓପନର ଶିଖର ଧାୱନ ପୁଅ ଜୋରାଭରର ଜନ୍ମ ଦିନରେ ଭାବପ୍ରବଣ ହୋଇଛନ୍ତି । ଇନଷ୍ଟାଗ୍ରାମରେ ଧାୱନ ଏ ନେଇ ଏକ ପୋଷ୍ଟ ମଧ୍ୟ କରିଛନ୍ତି । ତୁମକୁ ବର୍ଷେ ହେବ ମୁଁ ଦେଖି ନାହିଁ । ୩ମାସ ହେବ ସମସ୍ତ ସ୍ଥାନରେ ମୋତେ ବ୍ଲକ କରି ଦିଆଯାଇଛି । ତୁମକୁ ଜନ୍ମ ଦିନର ଶୁଭେଚ୍ଛା…

ମାତ୍ର ଦେଢ ଘଣ୍ଟାରେ ରାଉରକେଲାରୁ ପହଞ୍ଚିବେ କୋଲକତା, ସପ୍ତାହରେ ୩ ଦିନ ଉଡିବ ଆଲାଏନ୍ସ ଏୟାର ବିମାନ

ଭୁବନେଶ୍ବର: ଏଣିକି ରାଉରକେଲାବାସୀଙ୍କ ପାଇଁ ସହଜ ହେବ କୋଲକତା ଯାତ୍ରା । କାରଣ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆଜିଠାରୁ ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ…

RBI କାର୍ଯ୍ୟାଳୟକୁ ବମ ଲଗାଇ ଉଡେଇଦେବାକୁ ଧମକ, ଗଭର୍ଣ୍ଣର ଓ ଅର୍ଥମନ୍ତ୍ରୀଙ୍କ ଇସ୍ତଫା ଦାବୀ

ମୁମ୍ବାଇ; ମୁମ୍ବାଇ ସ୍ଥିତ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) କାର୍ଯ୍ୟାଳୟକୁ ଏକ ଧମକପୁର୍ଣ୍ଣ ମେଲ ମିଳିଛି । ଏହି ଇମେଲରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଇସ୍ତଫା ଦାବି କରାଯାଇଛି। ଯଦି ଇସ୍ତଫା ନଦିଅନ୍ତି ତେବେ RBI କର୍ଯ୍ୟାଳୟକୁ…

ବରଗଡ଼ରେ ଚାଷୀ, ଗ୍ରାମବାସୀ ଓ ବିଦ୍ୟାର୍ଥୀଙ୍କ ସମସ୍ୟା ବିଷୟରେ ପଚାରି ବୁଝିଲେ ରାଜ୍ୟପାଳ

ବରଗଡ଼: ଆଜି ବରଗଡ଼ ଜିଲ୍ଲା ଗସ୍ତରେ ରାଜ୍ୟପାଳ ରଘୁବର ଦାସ । ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି ରାଜ୍ୟପାଳ । ଧାନ ଦର ବୃଦ୍ଧି, ଚାଷୀଙ୍କୁ ବିଦ୍ୟୁତ ଛାଡ଼ ସହ ଟୋକନ ସମସ୍ୟାରୁ ଧାନ ବିକ୍ରୟ ହୋଇ ପାରୁନଥିବା ଏପରି ଅନେକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା ।…