ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ନବୀନ ପଟ୍ଟନାୟକ: ଇଣ୍ଡିଆ ଟୁଡେ ସର୍ଭେ
ଭୁବନେଶ୍ବର: ପୁଣି ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 'ଇଣ୍ଡିଆ ଟୁଡେ ମୁଡ୍ସ ଅଫ୍ ଦ ନେସନ' ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ଅନ୍ୟ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପଛରେ…