ବିଜେଡି @ ୨୭: ରାଜ୍ୟବ୍ୟାପୀ ଗଣଦୌଡ, ରକ୍ତଦାନ, ବୃକ୍ଷରୋପଣ କାର୍ଯ୍ୟକ୍ରମ
ଭୁବନେଶ୍ବର : ୨୭ ବର୍ଷରେ ପାଦ ଥାପିଲା ବିଜେଡି । ଆଜି ଦଳ ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏଥିଲାଗି ପୁରା ସଜେଇ ହୋଇଛି ଶଙ୍ଖ ଭବନ । ସବୁ ପ୍ରସ୍ତୁତି ପ୍ରାୟ ସରିଛି । ପ୍ରତି ନିର୍ବାଚନମଣ୍ଡଳୀ ସହ ଶଙ୍ଖ ଭବନରେ ମଧ୍ୟ ପାଳନ ହେବ ବିଜେଡି ପ୍ରତିଷ୍ଠା ଦିବସ। ୧୯୯୭ ଡିସେମ୍ବର…