ସପ୍ତଦଶ ଲୋକସଭାର ଶେଷ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ସପ୍ତଦଶ ଲୋକସଭାର ଶେଷ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ଅବସର ଭାରତର ଗଣତନ୍ତ୍ର ପାଇଁ ଗୁରୁତ୍ୱପୂର୍ଣ୍ଣ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଦେଶକୁ ଦିଗଦର୍ଶନ ଦେବାରେ…