ତାପଜ ବିଦ୍ୟୁତ୍ କେନ୍ଦ୍ରରେ ବଡ଼ ଦୁର୍ଘଟଣା, ୯ ଶ୍ରମିକଙ୍କ ମୃତ୍ୟୁ…ଅନେକ ଗୁରୁତର
ଚେନ୍ନାଇ: ମଙ୍ଗଳବାର ସନ୍ଧ୍ୟାରେ ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏନୋର ଥର୍ମାଲ ପାୱାର ପ୍ଲାଣ୍ଟର ନୂତନ ସ୍ଥାନରେ ନିର୍ମାଣ କାର୍ଯ୍ୟ ସମୟରେ ଆର୍ଚ ଭୁଶୁଡ଼ି ପଡ଼ିଛି। ଏହି ସମୟରେ ସେଠାରେ କାମ କରୁଥିବା ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିଲେ।…