ଜେଇ ମେନ୍ ଲିଖିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍, ଓସଏସସି ଘୋଷଣା କଲା ନୂଆ ପରୀକ୍ଷା ତାରିଖ
ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍ (ଓଏସ୍ଏସସି) ପକ୍ଷରୁ ୨୦୨୩ ଜୁଲାଇ ୧୬ରେ ଅନୁଷ୍ଠିତ ଜେଇ ସିଭିଲ୍ ମେନ୍ ଲିଖିତ ପରୀକ୍ଷାକୁ ବାତିଲ୍ କରାଯାଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗର ତଦନ୍ତ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି।
ପରୀକ୍ଷା ପୂର୍ବ ଦିନ ପ୍ରଶ୍ନପତ୍ର ଲିକ୍…