ମକା କ୍ଷେତ୍ର ପ୍ରଦର୍ଶନରେ ଅହେତୁକ ଅଗ୍ରଗତି, ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର: ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭିକେ ପାଣ୍ଡିଆନ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଛନ୍ତି ଏହା ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍ଗ୍ରାସ ଚାଷୀମାନଙ୍କର ବିଭିନ୍ନ…