ମୁଖ୍ୟମନ୍ତ୍ରୀଙ୍କ ରେକର୍ଡକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି: ସମୀରଙ୍କୁ ଜାବବ ଦେଲେ ଲେନିନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ରେକର୍ଡକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେଡି-ବିଜେପି । ଦୁଇ ଦଳର ବରିଷ୍ଠ ନେତାଙ୍କ ଜବାବ-ପ୍ରତିଜବାବରେ ଏବେ ରାଜ୍ୟ ରାଜନୀତି ବେଶ ସରଗରମ । ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…