କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଲା ସାପ: ଅକାଳରେ ଚାଲିଗଲା ୩ ଛାତ୍ରଛାତ୍ରୀଙ୍କ ଜୀବନ
କେନ୍ଦୁଝର: ସାପ କାମୁଡ଼ାରେ ୩ ଛାତ୍ରୀଛାତ୍ରୀ ମୃତ, ଜଣେ ଗୁରୁତର । କେନ୍ଦୁଝର ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଘଟିଛି ଅଘଟଣ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଥିଲା ବିଶାକ୍ତ ସାପ । ମୃତକଙ୍କ ମଧ୍ୟରେ ୨ଜଣ ଛାତ୍ରୀ ଓ ଜଣେ ଛାତ୍ର ଥିବା ସୂଚନା ମିଳିଛି ।…