ଆଇଟିଇଆର ନିକଟ ଜଗମୋହନ ନଗରରେ ଉଦ୍ଘାଟିତ ହେଲା ପୋଲିସ ଫାଣ୍ଡି
ଭୁବନେଶ୍ୱର:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ନିକଟସ୍ଥ ଜଗମୋହନ ନଗର ଅଂଚଳରେ କମିଶନରେଟ ପୋଲିସ ପକ୍ଷରୁ ଏକ ପୋଲିସ୍ ଫାଣ୍ଡି ଆରମ୍ଭ କରାଯାଇଛି । ପୋଲିସ୍ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଶନିବାର…