ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଆଖିବୁଜିଲେ ୩ଯୁବକ
ନୟାଗଡ଼: ଶାରଦୀୟ ଦୁର୍ଗାପୂଜାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଓଡଗାଁ ଥାନା ଗୋଡିପଲ୍ଲୀ ନିକଟରେ ବୁଲେଟ୍ ଏବଂ ବାଇକ୍ ମଧ୍ୟରେ ହୋଇଛି ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୩ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଦୁଇ ବାଇକ୍ ୧୦ ଫୁଟ ଉପରକୁ ଉଠି ତଳେ…