ଦେଶରେ ୟୁସିସି ଲାଗୁ ହେବା କେତେ ଜରୁରୀ, ପଢନ୍ତୁ ପୂରା ରିପୋର୍ଟ
ନୂଆଦିଲ୍ଲୀ: ଫେବୃଆରୀ ୭ ତାରିଖ ବୁଧବାର ଏକ ଐତିହାସିକ ବିଲ ପାରିତ କରିଛି ଉତ୍ତରାଖଣ୍ଡ ବିଧାନସଭା। ବୁଧବାର ସମାନ ନାଗରିକତା ସଂହିତା ବିଲ ଉତ୍ତରାଖଣ୍ଡ ବିଧାନସଭାରେ ଆଗତ ହେବା ସହ ପାରିତ ହୋଇଯାଇଛି। ସ୍ୱାଧିନତ୍ତୋର ଭାରତ ବର୍ଷରେ ଉତ୍ତରାଖଣ୍ଡ ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠି ସମାନ…