ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ
ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ ପଚରାଉଚରା କରାଯାଉଛି । ଭୁବନେଶ୍ବରରେ ସମ୍ପୃକ୍ତ ଦମ୍ପତ୍ତିଙ୍କ ନାଁରେ ୬ରୁ ଉର୍ଦ୍ଧ୍ବ ମାମଲା…