ଧୁମ୍ଧାମ୍ରେ ଜନ୍ମଦିନ ପାଳିଲେ କ୍ୟାଟ୍ରିନା: ରୋମାଣ୍ଟିକ୍ ଅନ୍ଦାଜର ଫଟୋ ସେୟାର କଲେ ଭିକି
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ୪୦ତମ ଜନ୍ମଦିନ ଧୂମ୍ଧାମରେ ପାଳନ କରିଛନ୍ତି । ଜନ୍ମଦିନକୁ ସ୍ୱତନ୍ତ୍ର କରିବା ପାଇଁ ସେ ତାଙ୍କ ସ୍ୱାମୀ ଭିକି କୌଶଲଙ୍କ ସହ ମୁମ୍ବାଇ ବାହାରକୁ ଯାଇଛନ୍ତି । ଏହି ଅବସରରେ ଭିକି ବିଶେଷ ମୁହୂର୍ତ୍ତର କିଛି ଫଟୋ ସୋସିଆଲ ମିଡିଆରେ ସେୟାର କରି…