ଫ୍ରାନ୍ସ ରାଷ୍ଟ୍ରପତି, ମୋଦିଙ୍କ ସହ ମାଧବନ: ଫଟୋ କଲେ ସେୟାର
ମୁମ୍ବାଇ: ଅଭିନେତା ଆର ମାଧବନ ତାଙ୍କର ଆଗାମୀ ଫିଲ୍ମ ‘ଟେଷ୍ଟ’ ପାଇଁ ଏବେ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଏହି ଫିଲ୍ମର ଶୁଟିଂ ଶେଷ କରିଛନ୍ତି । ଏହି ଫିଲ୍ମ ରିଲିଜ୍କୁ ନେଇ ଅପେକ୍ଷାରେ ରହିଛନ୍ତି । ଏହି ଫିଲ୍ମକୁ ଲୋକେ ଖୁବ୍ ପସନ୍ଦ କରିବେ ବୋଲି ସେ ଆଶା ରଖିଛନ୍ତି । ନିକଟରେ ସେ…