କାଲିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲିଠାରୁ ତିନି ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ସ୍ମରଣୀୟ କରିବା ନିମନ୍ତେ କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ…